Breaking PLUSଓଡ଼ିଶାମୁଖ୍ୟ ଖବର
ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି ପାଇଁ ୧୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର- ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି ପାଇଁ ୧୦ କୋଟି ଟଙ୍କା ମଞ୍ଜୁର ହୋଇଛି । ୨୦୨୪-୨୫ ବର୍ଷ ପାଇଁ ୧୦ କୋଟି ମଞ୍ଜୁର କଲେ ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଲେ AG ପୀତାମ୍ବର ଆଚାର୍ଯ୍ୟ ।