Breaking PLUSଓଡ଼ିଶାମୁଖ୍ୟ ଖବର

ଆୟୁଷ୍ମାନ ଭାରତରେ ମହିଳାଙ୍କୁ ୧୦ ଲକ୍ଷର ବୀମା ସୁବିଧା

ଭୁବନେଶ୍ୱର- ଆୟୁଷ୍ମାନ ଭାରତରେ ମହିଳାଙ୍କୁ ୧୦ ଲକ୍ଷର ବୀମା ସୁବିଧା ମିଳିବ । ଏନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ  ।e-KYC ଡାଟାବେସ୍‌କୁ ଆଧାର କରି କାର୍ଡ ଦିଆଯିବ । ୧ କୋଟି ପରିବାରର ତଥ୍ୟ ସରକାରଙ୍କ ପାଖରେ ରହିଛି ।ଫେବ୍ରୁଆରୀରୁ ଆୟୁଷ୍ମାନ ଲାଗୁ ହେଉଥିବାରୁ ବେଶୀ ଗୁରୁତ୍ୱପୂର୍ଣ୍ଣ । କେନ୍ଦ୍ରୀୟ ଟିମ୍‌ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଫେରିଛନ୍ତି । ପରିବାରର ପୁରୁଷଙ୍କୁ ୫ ଲକ୍ଷ, ମହିଳାଙ୍କୁ ୧୦ ଲକ୍ଷ ବୀମା ମିଳିବ । ୩୦ ହଜାର ହସ୍ପିଟାଲ୍‌ରେ ଏହି ସୁବିଧା ମିଳିବ ବୋଲି ମହାଲିଙ୍ଗ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button