Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ମାଓ ନେତା ଚେତୁ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର- ମାଓ ନେତା ଚେତୁ ସମେତ ୧୦ ନକ୍ସଲ ଆତ୍ମସମର୍ପଣ କରିଛନ୍ତି  । ଛତିଶଗଡ଼ ବସ୍ତର ଆଇଜିଙ୍କ ନିକଟରେ କଲେ ଆତ୍ମସମର୍ପଣ  । ମାଓ ନେତା ଚେତୁ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା । ଅନ୍ୟ ନକ୍ସଲଙ୍କ ନାଁରେ ୪୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ପୁରସ୍କାର ରହିଥିଲା । ୨୦୧୩ ଝିରମ ଘାଟି ଆକ୍ରମଣରେ ଚେତୁ ସଂପୃକ୍ତ ଥିବା ପୋଲିସର ସୂଚନା । ୩୩ କଂଗ୍ରେସ କର୍ମୀଙ୍କୁ ହତ୍ୟା ଘଟଣାରେ ଆତ୍ମସମର୍ପଣ ନକ୍ସଲଙ୍କ ସଂପୃକ୍ତି ଥିଲା ।

Show More

Related Articles

Back to top button