Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ସଂରକ୍ଷଣ ବଞ୍ଚାଅ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର- ସଂରକ୍ଷଣ ବଞ୍ଚାଅ କମିଟି ପକ୍ଷରୁ ଆଜି ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି। ବନ୍ଦ ଡାକରାରେ ବିଶେଷ କରି ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ପିକେଟିଂ ଯୋଗାୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ତେବେ ଏହି ବନ୍ଦ ସମୟରେ ହସ୍ପିଟାଲ, ଆମ୍ବୁଲାନ୍ସ ସେବା, ସରକାରୀ ସେବା ଗୁଡିକ ଜାରି ରହିଛି ।

ସରକାରୀ ସହ ଘରୋଇ ସଂସ୍ଥା, ବ୍ୟା. ସ୍କୁଲ, କଲେଜ, ପେଟ୍ରୋଲ ପମ୍ପ ଖୋଲା ରହିଛି। ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିଭିନ୍ନ ଦଳିତ ଓ ଆଦିବାସୀ ସଂଗଠନ ବନ୍ଦ ପାଳନ କରୁଛନ୍ତି।

Show More

Related Articles

Back to top button