Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ସମ୍ବଲପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଭୁବନେଶ୍ୱର- ଆଜି ସମ୍ବଲପୁରରେ ୧୨ ଘଣ୍ଟିଆ ବନ୍ଦ ପାଳନ । ଖରିଫ ଧାନ କିଣାରେ ଅବ୍ୟବସ୍ଥା ଅଭିଯୋଗରେ ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ ଚାଲିବ ବନ୍ଦ ପାଳନ । ଆନ୍ଦୋଳନରେ ଶହ ଶହ ସଂଖ୍ୟାରେ ଚାଷୀ ସାମିଲ ହୋଇଛନ୍ତି । ତେବେ ବନ୍ଦରୁ ବାଦ୍ ପଡ଼ିବ ଜାତୀୟ ରାଜପଥ ଓ ରେଳ ରୋକ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button