Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ

କେନ୍ଦୁଝର- ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ। ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧାର ସମନ୍ବୟ ସମିତି। ସମିତି ପକ୍ଷରୁ ୪୯ ନଂ ଜାତୀୟ ରାଜପଥର ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମୋଟର ଅଟକି ରହିଛି। ରାଜପଥ ଅବରୋଧ ସହ ଦୋକାନ ବଜାର, ସ୍କୁଲ କଲେଜ , ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ ବୋଲି ସମିତି ପକ୍ଷରୁ ସୂଚନା ଦିଆଯାଇଛି।

 

Show More

Related Articles

Leave a Reply

Your email address will not be published. Required fields are marked *

Back to top button