Breaking PLUSଓଡ଼ିଶାମୁଖ୍ୟ ଖବର

୧୨ ଡିଗ୍ରୀ ତଳେ ରହିଛି ୧୩ ସହରର ତାପମାତ୍ରା

ଭୁବନେଶ୍ୱର- ଖସୁଛି ପାରଦ, ବଢୁଛି ଶୀତ। ରାତି ବଢିଲେ ଶୀତ ବଢ଼ିବାରେ ଲାଗୁଛି। ଆଜି ୧୨ ଡିଗ୍ରୀ ତଳେ ରହିଛି ୧୩ ସହରର ତାପମାତ୍ରା। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ରେକର୍ଡ ହୋଇଛି। ସେମିଳିଗୁଡାରେ ୭.୪, ଦାରିଙ୍ଗବାଡିରେ ୮, ଫୁଲବାଣୀରେ ୯ ଡିଗ୍ରୀ ତାପମାତ୍ରା ରହିଛି। ଏବଂ ଟ୍ବିନ୍ ସିଟିରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ।

Show More

Related Articles

Back to top button