Breaking PLUSଓଡ଼ିଶାମୁଖ୍ୟ ଖବର

ଆମ୍ବ ଟାକୁଆ ଜାଉ ଖାଇ 2 ମୃତ

ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ଯୁବତୀ ଥିବା ଜଣାପଡ଼ିଛି।

Show More

Related Articles

Back to top button