Breaking PLUSଓଡ଼ିଶାମୁଖ୍ୟ ଖବର

୨ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ୨୧ ଜଣ

ଓଡ଼ିଶାରେ ଚିହ୍ନଟ ହୋଇଛନ୍ତି ଦୁଇ ଜଣ ଓମିକ୍ରନ୍ ସଂକ୍ରମିତ । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ଚିନ୍ତା ବଢିଛି । ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି । ତେବେ ୨୧ ଜଣ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି । ସମସ୍ତ ୨୧ ଜଣଙ୍କର ଟେଷ୍ଟିଂ କରାଯାଉଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ଉଭୟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର କିଛି ଲକ୍ଷଣ ନ ଥିବା ବେଳେ ଅନ୍ୟ ଜଣଙ୍କର ଅଳ୍ପ କାଶ ହେଉଛି । ଉଭୟଙ୍କୁ ଆଇସୋଲେସନରେ ରଖାଯାଇଥିବା ନେଇ ସେ କହିଛନ୍ତି ।

Show More

Related Articles

Back to top button