Breaking PLUSଓଡ଼ିଶାମୁଖ୍ୟ ଖବର
ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି
ଭୁବନେଶ୍ୱର- ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ପାଣ୍ଠି ଯଥେଷ୍ଟ ଅଛି । ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଉତ୍ତର ରଖିଛନ୍ତି । ‘ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି । ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ରଖାଯାଇଛି । ବଜ୍ରପାତରେ ମୃତ୍ୟୁ ପ୍ରବାସୀ ଓଡ଼ିଆଙ୍କୁ କ୍ଷତିପୂରଣ ପାଇଁ ବିଚାର ଚାଲିଛି’ ।