Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ୫ ବର୍ଷରେ ୨୮୩ ଶିଶୁ ଶ୍ରମିକ ଉଦ୍ଧାର-ମନ୍ତ୍ରୀ
ଭୁବନେଶ୍ୱର- ରାଜ୍ୟରେ ୫ ବର୍ଷରେ ୨୮୩ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଗୃହରେ ତାରା ବାହିନୀପତିଙ୍କ ପ୍ରଶ୍ନରେ ଶ୍ରମ ମନ୍ତ୍ରୀ ଉତ୍ତର ରଖିଛନ୍ତି । ‘ଶ୍ରମ ଆଇନକୁ କଠୋର ଭାବେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାିଛି । ଜିଲ୍ଲା ଶ୍ରମ ଅଧିକାରୀ ଓ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ କହିଛନ୍ତି ।