Breaking PLUSଓଡ଼ିଶାମୁଖ୍ୟ ଖବର

ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ 3 ଗିରଫ

ଭୁବନେଶ୍ୱର- ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ ୩ ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ପ୍ରେସମିଟ୍‌ରେ ଏନେଇ  କମିଶନର ଏସ୍‌.ଦେବଦତ୍ତ ସିଂହ ସୂଚନା ଦେଇଛନ୍ତି । ଘଟଣାରେ ୨ ଜଣ ନୁହେଁ ୩ ଜଣଙ୍କ ସଂପୃକ୍ତି ରହିଛି  । ‘୨ ଜଣ ଘର ଭିତରକୁ ଯାଇଥିଲେ, ଜଣେ ବାହାରେ ଥିଲା । ବାହାରେ ଥିବା ଲୋକଟି ୨ ଅଭିଯୁକ୍ତଙ୍କୁ ସହାୟତା କରିଛି । ଘଟଣା ପୂର୍ବଦିନ ସେମାନେ ମହିଳାଙ୍କ ଘରୁ ମୋବାଇଲ ଚୋରି କରିଥିଲେ । ବାଲ୍‌କୋନୀ କବାଟ ଖୋଲା ରହୁଥିବା ଦେଖି ଯୋଜନା କରିଥିଲେ । ପରିବା କଟା ଛୁରି ଦେଖାଇ ସେମାନେ ଅପରାଧ ଘଟାଇଥିଲେ । ଗିରଫ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କର ପୂର୍ବରୁ ଅପରାଧ ରେକର୍ଡ ରହିଛି ବୋଲି କମିଶନର ସୂଚନା ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button