Breaking PLUSଓଡ଼ିଶାମୁଖ୍ୟ ଖବର
କେନ୍ଦୁଝରରେ ଦୁର୍ଘଟଣା 3 ମୃତ

କେନ୍ଦୁଝର : କେନ୍ଦୁଝର ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍ ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଚାଲିଯାଇଛି। ୩ ଜଣଙ୍କ ମଧ୍ୟରେ ୨ ପୁରୁଷ ଓ ଜଣେ ମହିଳା ଅଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଦୁଇ ବାଇକରେ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି। ମୃତଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।