Breaking PLUSଓଡ଼ିଶାମୁଖ୍ୟ ଖବର

ପୁଲିସ୍ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, 3 ନକ୍ସଲ ନିହତ

ଛତିଶଗଡରେ ପୁଲିସ୍ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଦନ୍ତେଓ୍ବାଡା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ଏହି ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button