Breaking PLUSଓଡ଼ିଶାଦେଶମୁଖ୍ୟ ଖବର
3 ଆକ୍ରମଣକାରୀଙ୍କ ସ୍କେଚ ଜାରି

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ପହଲଗାମ୍ ଆତଙ୍କୀ ହମଲା ଘଟଣା। ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର କ୍ଷତିପୂରଣ ସହାୟତା ଘୋଷଣା କରାଯାଇଛି। ଏପରିକି ଆକ୍ରମଣକାରୀ ୩ ଆତଙ୍କୀଙ୍କ ସ୍କେଚ୍ ମଧ୍ୟ ଜାରି କରାଯାଇଛି। ୩ ଜଣ ଆତଙ୍କବାଦୀ ହେଲେ ଅସିଫ୍ ଫୌଜି, ସୁଲେମାନ୍ ଶା ଏବଂ ଅବୁ ତଲ୍ଲାର ।