Breaking PLUSଓଡ଼ିଶାମୁଖ୍ୟ ଖବର

ଆତ୍ମସମର୍ପଣ କଲେ ୩୧ ହାର୍ଡକୋର ମାଓବାଦୀ

ଭୁବନେଶ୍ୱର- ଭୁଶୁଡିଲା ଲାଲ ଦୁର୍ଗ । ଆତ୍ମସମର୍ପଣ କଲେ ୩୧ ହାର୍ଡକୋର ମାଓବାଦୀ  । ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ।୩୧ ଜଣଙ୍କ ମଧ୍ୟରେ ୫ ଜଣ ମହିଳା ମାଓବାଦୀ ରହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button