Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି

ଭୁବନେଶ୍ୱର- ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି  ।କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର । ଗୃହରେ ଉତ୍ତର ରଖିଲେ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ  । ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ । ‘ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି । ଏବେ ୨୨ଟି କାର୍ଯ୍ୟକ୍ଷମ ଓ ୪ଟି କାର୍ଯ୍ୟକ୍ଷମ ନାହିଁ ।ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି । ସବ୍ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button