Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜି ଆଉ 4 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା
ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚିଛି।

ରାଜ୍ୟରେ କରୋନାରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୦୨ରେ ପହଞ୍ଚିଛି।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ। ସୁନ୍ଦରଗଡ ଜିଲ୍ଲାରୁ ଆଜି ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।