Breaking PLUSଓଡ଼ିଶାମୁଖ୍ୟ ଖବର
ପୁଣି ଖୋଲିଲା ହୀରାକୁଦର 6ଟି ଗେଟ୍

ସମ୍ବଲପୁର- ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ହୀରାକୁଦ ଡ୍ୟାମ୍ର ୬ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ମୋଟ୍ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ବାମ ପାର୍ଶ୍ବର ୪ଟି ଓ ଡାହାଣ ପାର୍ଶ୍ବର ୨ଟି ଗେଟ୍ ଖୋଲାଯାଇଥିବା ଜଣାପଡ଼ିଛି।