Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ

ରାଜ୍ୟରେ ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଏହାସହିତ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ୧୧୩୧ଟି ମାମଲାରେ ବିଚାର ପ୍ରକ୍ରିୟା ଚାଲୁ ରହିଛି ବୋଲି ସେ ପ୍ରକାଶ କରିଛନ୍ତି। ବିଧାନସଭାରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ତର ଦେଇଛନ୍ତି।

Show More

Related Articles

Back to top button