Breaking PLUSଓଡ଼ିଶାମୁଖ୍ୟ ଖବର
ରବିବାର ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ ଲାଗୁହେବ କର୍ଫ୍ୟୁ
ଆସନ୍ତା ସୋମବାର ରଥ ଯାତ୍ରାକୁ ଆଖି ଆଗରେ ରଖି ରବିବାର ରାତ୍ର ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ବଳବତ୍ତର ରହିବ । ୨ ଦିନ କର୍ଫ୍ୟୁ ଲାଗିବାକୁ ଥିବାରୁ ଆସନ୍ତାକାଲି ଅର୍ଥାତ ଶନିବାର ଶଟଡାଉନ୍ କଟକଣା ପୁରୀରେ ଲାଗୁ ହେବ ନାହିଁ।

ମହାପ୍ରଭୁଙ୍କର ନବଯୌବନ ଦର୍ଶନ ବେଶ ଦର୍ଶନ କରି ଭକ୍ତ କୋଟି ପୁଣ୍ୟ ପାଇଥାଏ ବୋଲି ବିଶ୍ୱାସ ରହିଛି । ତେବେ କରୋନା କଟକଣା ଯୋଗୁଁ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ ।