Breaking PLUSଓଡ଼ିଶାମୁଖ୍ୟ ଖବର

ପାରିବାରିକ କଳହର କରୁଣ ପରଣତି, ବିଷ ପିଇ ସ୍ବାମୀ ସ୍ତ୍ରୀଙ୍କ ଆତ୍ମହତ୍ୟା

ପାରିବାରିକ କଳହର କରୁଣ ପରଣତି । ବିଷ ପିଇ ସ୍ବାମୀ ସ୍ତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଡାମାରି ଭଞ୍ଜ ସାହିର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ପାରିବାରିକ କଳହର କରୁଣ ପରଣତି । ବିଷ ପିଇ ସ୍ବାମୀ ସ୍ତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଡାମାରି ଭଞ୍ଜ ସାହିର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ପାଟପୁର ଥାନା ପୋଡାମାରି ଭଞ୍ଜସାହିରେ ପାରିବାରିକ କଳହକୁ ନେଇ ସ୍ୱାମୀ ଓ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିଲେ । ମୃତକ ହେଲେ ସନ୍ତୋଷ ଗୌଡ଼ ଏବଂ ତାଙ୍କ ସ୍ତ୍ରୀ ନୟନି ଗୌଡ଼ ବୋଲି ଜଣାପଡିଛି ।ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ସ୍ପଷ୍ଟ ଭାବେ ଜଣାପଡିନାହିଁ । ତେବେ ପାଟପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସନ୍ତୋଷଙ୍କ ଘରେ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ନୟନିଙ୍କୁ ଦିଗପହଣ୍ଡି ମେଡ଼ିକାଲୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ହୋଇଛି

Show More

Related Articles

Back to top button