Breaking PLUSଓଡ଼ିଶାଦୁର୍ଘଟଣାମୁଖ୍ୟ ଖବରସ୍ୱାସ୍ଥ୍ୟ

ପୋଲିସ୍ ଗାଡି ଓଲଟିବାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ

 ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଖବର ଜାଣି ସେ ଦୁଃଖିତ ଥିବା ଟ୍ୱିଟ୍ କରି ଜଣାଇଛନ୍ତି । ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆସନ୍ତାକାଲି ହେବାକୁ ଥିବା ତୃତୀୟ ପର୍ୟ୍ୟାୟ ନିର୍ବାଚନ ପାଇଁ ୪୫ରୁ ଅଧିକ। ଗ୍ରାମବାସୀଙ୍କୁ ନେଇ ନବରଙ୍ଗପୁର ପୋଲିସ ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ଅଭିମୁଖେ ଯାଉଥିବା ବସ ସୋରିଷପଦରର ଏକ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଓଲଟିପଡିଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି ଓ ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି ।

Show More

Related Articles

Back to top button