Breaking PLUSଦୁର୍ଘଟଣାମୁଖ୍ୟ ଖବର
ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ରର ମୃତ
ବଲାଙ୍ଗୀର ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ପଡିଲେ ଛାତ୍ର ।
ବଲାଙ୍ଗୀର ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ପଡିଲେ ଛାତ୍ର । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତ ଛାତ୍ର ଜଣକ ହେଉଛନ୍ତି ହରିୟାଣାର ନିଶାନ୍ତ କୁମାର । କେଉଁ ପରିସ୍ଥିତିରେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହେଲା ତାହା ଜଣାପଡିନାହିଁ ।