ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ । ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଚଳିତ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ହୋଇଥିବାବେଳେ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ୨୭, ୩୨୪ କୋଟି ଟଙ୍କା ପ୍ରଦାନ ହୋଇଛି ।
– ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍
– ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରକୁ ୨୭,୩୨୪ କୋଟ
– ମୋ ସ୍କୁଲ ଅଭିଯାନ – ୬୪୬ କୋଟି
– ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ – ୧୦୦ କୋଟି
– ମୋ କଲେଜ ଅଭିଯାନ – ୧୧ କୋଟି
– ‘ସମଗ୍ର ଶିକ୍ଷା’ ପାଇଁ ୩୫୮୧ କୋଟି ବ୍ୟୟ ବରାଦ
– ମଧ୍ୟାହ୍ନ ଭୋଜନ ପାଇଁ ୮୫୧ କୋଟି ଟଙ୍କା