Breaking PLUSଓଡ଼ିଶାମୁଖ୍ୟ ଖବର

ନର୍ସିଂ ଅଫିସର ନିଯୁକ୍ତିକୁ ନେଇ ହାଇକୋର୍ଟଙ୍କ ବଡ଼ ରାୟ

ପୂରଣ ହେବ ୭୪୮୩ ନର୍ସିଂ ଅଫିସର ପଦବୀ

ନର୍ସିଂ ଅଫିସର ନିଯୁକ୍ତିକୁ ନେଇ ହାଇକୋର୍ଟଙ୍କ ବଡ ରାୟ । ଫଳରେ ୭୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ବାଟ ଫିଟିଛି। ମେ’ ୧ ତାରିଖର ଅନ୍ତରୀଣ ନିର୍ଦ୍ଦେଶରେ ହାଇକୋର୍ଟ ପରିବର୍ତ୍ତନ କରିଛନ୍ତି। କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ପଦବୀ ସଂରକ୍ଷିତ ରହିବ।

ଅନ୍ୟ ପଦବୀରେ ସରକାର ନିଯୁକ୍ତି ଦେଇପାରିବେ ବୋଲି ହାଇକୋର୍ଟ କହିଛନ୍ତି। କରୋନା ଯୋଦ୍ଧା ହିସାବରେ ନିଯୁକ୍ତିରେ ଅଗ୍ରାଧିକାର ନେଇ ଫାର୍ମାସିଷ୍ଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

Show More

Related Articles

Back to top button