Breaking PLUSଓଡ଼ିଶାମୁଖ୍ୟ ଖବର
ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଡେଙ୍ଗୁ
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ପୀଡିତ। ଏନେଇ ସୋମବାର ଖବର ମିଳିଛି। ଡେଙ୍ଗୁରେ ପୀଡ଼ିତ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶଙ୍କ ପକ୍ଷରୁ ସୂଚନା ମିଳିଛି।