Breaking PLUSଓଡ଼ିଶାମୁଖ୍ୟ ଖବର

ଅନୁଗୁଳ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର- ତତଲା କଡେଇରେ ଭାଜି ହେଉଛି ପୂରା ରାଜ୍ୟ । ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟ ବିଭିନ୍ନ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

ଶୁକ୍ରବାର ଅନୁଗୁଳ ୪୪.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସେହିପରି ବୌଦ୍ଧ ରେ ୪୪.୫ ଡିଗ୍ରୀ, ନୂଆପଡା ଏବଂ ବଲାଙ୍ଗୀର ରେ ୪୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଜି ୧୨ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ ଅତିକ୍ରମ କରିଥିବାବେଳେ ୩୨ ସହରରେ ୪୦ଡିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି।

Show More

Related Articles

Back to top button