Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ନାମାଙ୍କନ ଭରିଲେ ପ୍ରଦୀପ ପୁରୋହିତ

ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ଲୋକମଣ୍ଡପ ପଡିଆରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସରେ ପହଞ୍ଚି ଥିଲେ। ସେଠାରେ ପୁରୋହିତ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ନିଜର ପ୍ରାର୍ଥୀପତ୍ର ପ୍ରଦାନ କରିଥିଲେ।

Show More

Related Articles

Back to top button