Breaking PLUSଓଡ଼ିଶାମୁଖ୍ୟ ଖବର

ପୁଣି ରାଜଧାନୀରେ 40 ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର- ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡାରେ ୪୨.୧ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୦.୬ ଡିଗ୍ରୀ, ବାଲେଶ୍ୱରରେ ୩୯.୮ ଡିଗ୍ରୀ, ଚାନ୍ଦବାଲିରେ ୩୮.୨ ଡିଗ୍ରୀ, ଗୋପାଳପୁରରେ ୩୫ ଡିଗ୍ରୀ, ପାରାଦୀପରେ ୩୪.୬ ଡିଗ୍ରୀ ଓ ପୁରୀର ତାପମାତ୍ରା ୩୫.୩ ଡିଗ୍ରୀ ରେକର୍ଡ କରାଯାଇଛି।

Show More

Related Articles

Back to top button