Breaking PLUSଦେଶମୁଖ୍ୟ ଖବର

ହାପୁଡରେ ସଡକ ଦୁର୍ଘଟଣା, 6 ମୃତ

ଉତ୍ତରପ୍ରଦେଶର ହାପୁଡ ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ଏକ କାର୍ ଭାରସାମ୍ୟ ହରାଇ ଏକ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଛଅ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କାରର ଟାୟାର ଫାଟିଯିବାରୁ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।

Show More

Related Articles

Back to top button