Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ 18ରୁ ପୁଣି ହିଟୱେଭ

ଭୁବନେଶ୍ୱର- ଆସନ୍ତା ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଅନୁଭୂତ ହେବା ସହିତ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବିଶେଷକରି ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା, ବଲାଙ୍ଗୀର ଓ ସୋନପୁରରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।


