Breaking PLUSଓଡ଼ିଶାମୁଖ୍ୟ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର-ହାତ ଛାଡିଲେ ବିଜୟ । ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୨୦୨୪ ନିର୍ବାଚନରେ ପାରଳାଖେମୁଣ୍ଡିରେ କଂଗ୍ରେସ ଟିକେଟରୁ ପ୍ରତିଦ୍ଵନ୍ଦ୍ଵିତା କରିଥିବା ବିଜୟ ପଟ୍ଟନାୟକ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସେ ଅଖିଳ ଭାରତୀୟ କଂଗ୍ରେସ କମିଟି ନିକଟକୁ ମେଲ୍‌ ଯୋଗେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ଦଳରେ ଉପେକ୍ଷିତ ହେବାକୁ ନେଇ ସେ ଇସ୍ତଫା ଦେଇଥିବା କୁହାଯାଉଛି।

Show More

Related Articles

Back to top button