Breaking PLUSଓଡ଼ିଶାମୁଖ୍ୟ ଖବର

ଦାୟିତ୍ୱ ଗ୍ରହଣ ପରେ ଶ୍ରୀଜୀଉଙ୍କ ଦର୍ଶନ କଲେ ଡିଜିପି

ପୁରୀ- ଶ୍ରୀଜୀଉଙ୍କ ଦର୍ଶନ କଲେ ଡିଜିପି । ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଯୋଗେଶ ବହାଦୂର ଖୁରାନିଆ। ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀ ପୁଲିସ ପକ୍ଷରୁ ତାଙ୍କୁ ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପ୍ରତିକ୍ରିୟାରେ ୱାଇ.ବି ଖୁରାନିଆ କହିଛନ୍ତି ଯେ ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦିଆଯିବ।

Show More

Related Articles

Back to top button