Breaking PLUSଓଡ଼ିଶାମୁଖ୍ୟ ଖବର

ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ କଲି I ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Show More

Related Articles

Back to top button