Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଆସନ୍ତା କାଲି ଅଗଷ୍ଟ ୧୯ ତାରିଖ ( ସୋମବାର )ଏବଂ ଆଗାମୀ ଅଗଷ୍ଟ ୨୬ ତାରିଖ ( ସୋମବାର ) ରେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ ।ସରକାରୀ ଛୁଟି ଥିବାରୁ ଏହି ଦିନରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା

Show More

Related Articles

Back to top button