Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ

ଭୁବନେଶ୍ୱର- କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ସୋମବାର ବିଳମ୍ବିତ ରାତିରେ ଭର୍ତ୍ତି ହୋଇଛନ୍ତି। ମନ୍ତ୍ରୀ ଓରାମଙ୍କୁ ଏମ୍ସର ନ୍ୟୁ ପ୍ରାଇଭେଟ୍‌‌ ୱାର୍ଡରେ ଭର୍ତ୍ତି କରାଯାଇଛି। ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋନହଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି। ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

Show More

Related Articles

Back to top button