Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ହକି ଟିମ୍‌

ଭୁବନେଶ୍ୱର- ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ହକି ଟିମ୍‌ ସଦସ୍ୟ । ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ହକି ଟିମ୍‌ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ସାରିଛନ୍ତି। ବିମାନବନ୍ଦରରେ ହକି ଟିମକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ବିମାନବନ୍ଦରରୁ ରୋଡ୍‌ ଶୋ’ରେ ହକି ହିରୋ ଯାଇଛନ୍ତି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ହକି ଟିମଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Show More

Related Articles

Back to top button