Breaking PLUSଓଡ଼ିଶାମୁଖ୍ୟ ଖବର

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ-ମନ୍ତ୍ରୀ

ଭୁବନେଶ୍ୱର- ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି ହେବ । ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବୁଧବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Show More

Related Articles

Back to top button