Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର- ରାଜ୍ୟସଭା  ଅପରାହ୍ନରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ସେ ସ୍ଵାଧୀନ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଜେପି ନେତା ଓ ବିଧାୟକଙ୍କ ଉପସ୍ଥିତିରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଜଗନ୍ନାଥ। ଜଗନ୍ନାଥଙ୍କ ପ୍ରାର୍ଥିତ୍ବ ପାଇଁ ବିଜେପିର ୧୦ ଜଣ ବିଧାୟକ ପ୍ରସ୍ତାବକ ଓ ସମର୍ଥକ ଭାବେ ଦସ୍ତଖତ କରିଥିବା ଜଣାପଡ଼ିଛି। ଏହାପୂର୍ବରୁ ପୂର୍ବାହ୍ନରେ ନାମାଙ୍କନ ଭରିଥିଲେ ମମତା  ।

Show More

Related Articles

Back to top button