Breaking PLUSଓଡ଼ିଶାମୁଖ୍ୟ ଖବର

ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର- ୨୦୨୫ ଫେବ୍ରୁଆରି ୧୫ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ ବୋଲି ସେ କହିଛନ୍ତି।

Show More

Related Articles

Back to top button