Breaking PLUSଓଡ଼ିଶାମୁଖ୍ୟ ଖବର

24ରେ ପୁଣି ଘୂର୍ଣ୍ଣିବଳୟ, ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର- ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ତାହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Show More

Related Articles

Back to top button