Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ସେପ୍ଟେମ୍ବର 17ରେ ଓଡ଼ିଶା ଆସିବେ ପିଏମ ମୋଦି

ଜନ୍ମଦିନରେ ଜାରି କରିବେ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ପ୍ରଦାନ କରାଯିବ। ଉପ ମୁଖ୍ୟମନ୍ତ୍ରୀ  ପ୍ରଭାତୀ ପରିଡା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଏହି ଯୋଜନାର ଶୁଭାରମ୍ଭ କରିବେ। ପ୍ରାୟ ୧ କୋଟି ୮ ଲକ୍ଷ ମହିଳାଙ୍କୁ  ଏହି ଟଙ୍କା ପ୍ରଦାନ କରାଯିବ। ଜୁଲାଇ ୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳା ସୁଭଦ୍ରା ଯୋଜନା ପାଇବାକୁ ଯୋଗ୍ୟ ହେବେ ବୋଲି ସେ କହିଛନ୍ତି।

Show More

Related Articles

Back to top button