Breaking PLUSଦେଶମୁଖ୍ୟ ଖବର

ଗୁଜରାଟରେ ପ୍ରବଳ ବର୍ଷା, ଆଜି ସବୁ ସ୍କୁଲ କଲେଜ ବନ୍ଦ

ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆଜି (ମଙ୍ଗଳବାର) ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button