Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ

ଭୁବନେଶ୍ୱର- ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ । ବିଧାନସଭାରେ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉତ୍ତର । ରାଜ୍ୟରେ ମଂଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ରହିଛି । ବିଭାଗୱାରୀ ଖାଲି ପଡ଼ିଥିବା ମୋଟ ପଦବୀ ସଂଖ୍ୟା ୨ ଲକ୍ଷ ୫ ହଜାର ।

Show More

Related Articles

Back to top button