Breaking PLUSଓଡ଼ିଶାମୁଖ୍ୟ ଖବର
IPS ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ପାଟଣାଗଡ଼- ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସାକ୍ଷ୍ୟ ଗ୍ରହଣ । ପାଟଣାଗଡ଼ ଏଡିଜେ କୋର୍ଟରେ IPS ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି । ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା । ବିସ୍ଫୋରଣରେ ନବବଧୂଙ୍କ ସ୍ବାମୀ ଓ ଜେଜେମାଆଙ୍କ ମୃତ୍ୟୁ ହୋଇଥିଲା ।