Breaking PLUSଓଡ଼ିଶାମୁଖ୍ୟ ଖବର

ସୁଭଦ୍ରା ଯୋଜନାକୁ ନେଇ ବଡ ଘୋଷଣା କିସ୍ତି ମିଳିବା ପରେ ଆବେଦନ କରିଥିଲେ ମଧ୍ୟ ମିଳିବ ପ୍ରଥମ କିସ୍ତି

ଭୁବନେଶ୍ୱର-ସୁଭଦ୍ରା ଯୋଜନା ପାଇଁ ଆବେଦନର ଶେଷ ତାରିଖ ନାହିଁ। କିସ୍ତି ମିଳିବା ପରେ ଆବେଦନ କରିଥିଲେ ମଧ୍ୟ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା କଲ୍ ସେଣ୍ଟର ଉଦ୍‌ଘାଟନ କରିବା ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ଆବେଦନର ଶେଷ ତାରିଖ ନାହିଁ। କିସ୍ତି ମିଳିବା ପରେ ଆବେଦନ କରିଥିଲେ ମଧ୍ୟ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି। ୧୭ ତାରିଖ ପରେ ପଞ୍ଜିକରଣ କଲେ ମଧ୍ୟ ହିତାଧିକାରୀମାନେ ଟଙ୍କା ପାଇପାରିବେ। ସୁଭଦ୍ରା ଫର୍ମ ଦାଖଲ କରିବାର କୌଣସି ଶେଷ ତାରିଖ ନାହିଁ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button