Breaking PLUSଓଡ଼ିଶାମୁଖ୍ୟ ଖବର

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ମୃତ

କଟକ- ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ମୃତ । ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲୁଥିବା ବେଳେ ଅଘଟଣ । ତ୍ରିଶୁଳିଆର ଏକ ଆପାର୍ଟମେଣ୍ଟରେ କାମ ଚାଲିଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button