Breaking PLUSଓଡ଼ିଶାମୁଖ୍ୟ ଖବର

ବନ୍ଦ ଘରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ

କଟକ- ବନ୍ଦ ଘରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ । ସୋମବାର କଟକ ସିଡିଏ ସେକ୍ଟର -୯ ସ୍ଥିତ ଭଡା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ହୋଇଛି । କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ସେ କାର୍ଯ୍ୟରତ ଥିଲେ । ମୃତ ଅଧ୍ୟାପିକାଙ୍କ ନାମ ଅନନ୍ୟା ଚକ୍ରବର୍ତ୍ତୀ । ତାଙ୍କ ଘର ପଶ୍ଚିମବଙ୍ଗ ବୋଲି ଜଣାପଡିଛି । ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button