Breaking PLUSଦେଶମୁଖ୍ୟ ଖବର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅଣଦେଖା, କାମରେ ଯୋଗ ଦେଉନାହାନ୍ତି ଡାକ୍ତର

ନୂଆଦିଲ୍ଲୀ- ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା । ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଇଥିଲେ ସର୍ବୋଚ୍ଚ ଅଦାଲତ। ହେଲେ ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା କରି ଡାକ୍ତରମାନେ କହିଛନ୍ତି ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ। ଘଟଣାରେ ସ୍ୱାସ୍ଥ୍ୟ ସଚିବ ଏବଂ ସ୍ୱାସ୍ଥ୍ୟ ଶିକ୍ଷା ନିର୍ଦ୍ଦେଶକଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରୁଛନ୍ତି ଡାକ୍ତର ସଂଘ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button